ଯିଖରୀୟ 5:8 - ପବିତ୍ର ବାଇବଲ8 ସ୍ୱର୍ଗଦୂତ କହିଲେ, “ଏହି ନାରୀ ଦୁଷ୍ଟପଣିଆର ପ୍ରତିନିଧି ସ୍ୱରୂପ।” ତା'ପରେ ସେ ସ୍ୱର୍ଗଦୂତ ସେହି ନାରୀକୁ ମାପ ଟୋକେଇ ଭିତରକୁ ଠେଲିଦେଇ ତାହାର ସୀମା ଘୋଡ଼ଣୀ ବନ୍ଦ କରିଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି, ସେ ମୋତେ କହିଲେ, ଏହା ଦୁଷ୍ଟତା ସ୍ଵରୂପା; ଆଉ, ସେ ସେହି ସ୍ତ୍ରୀକି ଐଫା ମଧ୍ୟରେ ପକାଇ ଦେଲେ ଓ ତହିଁର ର୍ମୁଁହରେ ସେହି ସୀସାର ଓଜନ ଦେଲେ। Gade chapit laଓଡିଆ ବାଇବେଲ8 ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା !” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇଦେଲେ ଓ ତହିଁର ମୁହଁକୁ ବନ୍ଦ କରିଦେଲେ। Gade chapit la |