Biblia Todo Logo
Bib sou entènèt

- Piblisite -




ଯିଖରୀୟ 6:10 - ପବିତ୍ର ବାଇବଲ

10 “ହି‌‌ଲ୍‌‌ଦୟ, ଟୋବିୟ ଓ ଯିଦାୟ ବାବିଲରୁ ଆସିଥିବା ସେହି ନିର୍ବାସିତଙ୍କ ମଧ୍ୟରୁ ଅଟନ୍ତି। ସୁନା ଓ ରୂପା ସେମାନଙ୍କଠାରୁ ନିଅ ଏବଂ ସିଫନିୟର ପୁତ୍ର ଯୋଶିୟର ଗୃହକୁ ଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ନିର୍ବାସିତ ଲୋକମାନଙ୍କରୁ, ଅର୍ଥାତ୍, ହିଲ୍ଦୟ, ଟୋବୀୟ ଓ ଯିଦାୟଠାରୁ ଗ୍ରହଣ କର; ଆଉ, ସେମାନେ ଯେଉଁ ସିଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ଏହି ଦିନ ଆସି ସେଠାକୁ ଯାଅ;

Gade chapit la Kopi

ଓଡିଆ ବାଇବେଲ

10 ନିର୍ବାସିତ ଲୋକମାନଙ୍କଠାରୁ, ଅର୍ଥାତ୍‍, ହିଲ୍‍ଦୟ, ଟୋବୀୟ ଓ ଯିଦୟୀୟଠାରୁ ଦାନ ଗ୍ରହଣ କର; ଆଉ, ସେମାନେ ଯେଉଁ ସଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ସେହି ଗୃହକୁ ଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ନିର୍ବାସିତ ଲୋକମାନଙ୍କଠାରୁ, ଅର୍ଥାତ୍‍, ହିଲ୍‍ଦୟ, ଟୋବୀୟ ଓ ଯିଦୟୀୟଠାରୁ ଦାନ ଗ୍ରହଣ କର; ଆଉ, ସେମାନେ ଯେଉଁ ସଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ସେହି ଗୃହକୁ ଯାଅ।

Gade chapit la Kopi




ଯିଖରୀୟ 6:10
7 Referans Kwoze  

“ମୁଁ ବହୁତ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରୁ ଦୂରରେ ଥିଲି। ତା'ପରେ ମୋ’ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାଯ୍ୟ ଦେବା ପାଇଁ ଓ ପରମେଶ୍ୱରଙ୍କ ପାଖରେ ଦାନ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଫେରିଲି।


ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ହନାନିୟକୁ ଏହା କହିଲେ, “ଆମେନ୍! ସଦାପ୍ରଭୁ ସେପରି କରନ୍ତୁ, ସଦାପ୍ରଭୁଙ୍କ ଗୃହର ପାତ୍ର ଓ ସମସ୍ତ ନିର୍ବାସିତ ଲୋକଙ୍କୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।


ସଦାପ୍ରଭୁ କୁହନ୍ତି, ଇସ୍ରାଏଲର ଲୋକମାନେ ଯେପରି ପବିତ୍ର ପାତ୍ରରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ୱ ଉପରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ଯିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ୱରୂପ ଆସିବ।


ପୁଣି ନବୂସ‌ର୍‌ଦ‌‌ନ୍‌ ପ୍ରଧାନ ଯାଜକ ସରାୟ ଦ୍ୱିତୀୟ ଯାଜକ ସିଫନିୟ ଓ ତିନି ଜଣ ଦ୍ୱାରପାଳଙ୍କୁ ନେଇ ଗଲା।


Swiv nou:

Piblisite


Piblisite