ଯିଖରୀୟ 6:14 - ପବିତ୍ର ବାଇବଲ14 ସେହି ମୁକୁଟଗୁଡ଼ିକ ସଦାପ୍ରଭୁଙ୍କର ମନ୍ଦିରରେ ସ୍ମାରକପତ୍ର ସ୍ୱରୂପ ହିଲ୍ଦୟ, ଟୋବିୟ, ଯିଦାୟ ଏବଂ ସିଫନିୟରଙ୍କ ପୁତ୍ର ଯୋଶିୟଙ୍କ ସ୍ମରଣାର୍ଥେ ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ସ୍ମରଣାର୍ଥେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦାୟର, ଆଉ ସିଫନୀୟର ପୁତ୍ର ହେନର ନିମନ୍ତେ ରହିବ। Gade chapit laଓଡିଆ ବାଇବେଲ14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ। Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।