Biblia Todo Logo
Bib sou entènèt

- Piblisite -




ଯିଖରୀୟ 6:2 - ପବିତ୍ର ବାଇବଲ

2 ରକ୍ତବର୍ଣ୍ଣର ଅଶ୍ୱଗୁଡ଼ିକ ପ୍ରଥମ ରଥକୁ ଟାଣୁଥିଲା ବେଳେ କଳାରଙ୍ଗର ଅଶ୍ୱଗଣ ଦ୍ୱିତୀୟ ରଥକୁ ଟାଣୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ଵଗଣ ଓ ଦ୍ଵିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ଵଗଣ।

Gade chapit la Kopi

ଓଡିଆ ବାଇବେଲ

2 ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।

Gade chapit la Kopi




ଯିଖରୀୟ 6:2
5 Referans Kwoze  

ରାତିରେ ମୁଁ ଲା‌‌ଲ୍‌‌ଅଶ୍ୱ ଉପରେ ଏକ ବ୍ୟକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେହେନ୍ଦି ବୁଦା ମଝିରେ ଛିଡ଼ା ହୋଇଥିଲା। ତାଙ୍କ ପଛରେ ଲାଲ୍, ଧୂସର ଏବଂ ଧଳା ଅଶ୍ୱଗୁଡ଼ିକ ଥିଲେ।


ତା'ପରେ ଦୂତ ମୋତେ ଆତ୍ମା ଦ୍ୱାରା ମରୁଭୂମିକୁ ବହି ନେଇଗଲେ। ସେଠାରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ୱରଙ୍କ ନିନ୍ଦା କରୁଥିବା ନାମସବୁ ଲେଖା ଯାଇଥିଲା। ସେହି ପଶୁର ସାତୋଟି ମସ୍ତକ ଓ ଦଶଟି ଶିଙ୍ଗ ଥିଲା।


ସ୍ୱର୍ଗରେ ଅନ୍ୟ ଏକ ଚିହ୍ନ ଦେଖାଗଲା। ସେଠାରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତୋଟି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡରେ ସାତୋଟି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ୟ ଥିଲା।


କୃଷ୍ଣବର୍ଣ୍ଣ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଉତ୍ତର ଦିଗର ଦେଶ ଆଡ଼କୁ ଯିବେ, ଲାଲ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ପୂର୍ବ ଦିଗର ଦେଶ ଆଡ଼େ, ଧଳା ଘୋଡ଼ାଗୁଡ଼ିକ ଦ୍ୱାରା ଟଣାଯାଉଥିବା ପଶ୍ଚିମ ଦିଗର ଦେଶଆଡ଼େ ଓ ପାଣ୍ତୁର ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଦକ୍ଷିଣ ଦିଗର ଦେଶଆଡ଼େ ଯିବେ।”


Swiv nou:

Piblisite


Piblisite