ଯିଖରୀୟ 7:2 - ପବିତ୍ର ବାଇବଲ2 ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ରେରଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେସମୟରେ ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିବା ପାଇଁ ପ୍ରେରଣ କରିଥିଲେ, Gade chapit laଓଡିଆ ବାଇବେଲ2 ସେହି ସମୟରେ ବେଥେଲ୍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ବେଥେଲ୍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ, Gade chapit la |
“ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”