ଯିଖରୀୟ 8:14 - ପବିତ୍ର ବାଇବଲ14 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କ୍ରୋଧାନ୍ୱିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦେବାକୁ ନିଷ୍ପତ୍ତି ନେଇଥିଲୁ।” ଏହା ସର୍ବଶକ୍ତିମାନ ସଦାପ୍ରଭୁ କହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୁଦ୍ଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଙ୍କଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; Gade chapit laଓଡିଆ ବାଇବେଲ14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”