ଯିଖରୀୟ 8:18 - ପବିତ୍ର ବାଇବଲ18 ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି ବାର୍ତ୍ତା ମୋ’ ନିକଟକୁ ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, Gade chapit laଓଡିଆ ବାଇବେଲ18 ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, Gade chapit la |
ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟଦ୍ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟଦ୍ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।