ଯିଖରୀୟ 8:20 - ପବିତ୍ର ବାଇବଲ20 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଭବିଷ୍ୟତରେ ଅନେକ ସହରରେ ବାସ କରୁଥିବା ଲୋକମାନେ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ; Gade chapit laଓଡିଆ ବାଇବେଲ20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ନାନା ଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ। Gade chapit la |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”
ତା'ପରେ ଅନେକ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ୱର ବିଗ୍ଭରକ ହେବେ ଓ ଦୂରଦେଶୀୟ ଅନେକ ଲୋକମାନଙ୍କୁ ତାଙ୍କର ଶେଷ ନିଷ୍ପତ୍ତି ଜଣାଇବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ତ୍ୟାଗ କରିବେ। ସେମାନେ ସେମାନଙ୍କର ଖଡ଼୍ଗରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ୟ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ଯୁଦ୍ଧ କରିବା ବନ୍ଦ କରିବେ। ଆଉ ଯୁଦ୍ଧ ପାଇଁ ତାଲିମ ମଧ୍ୟ କେବେ ନେବେ ନାହିଁ।