Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:21 - ପବିତ୍ର ବାଇବଲ

21 ଗୋଟିଏ ନଗରର ଲୋକମାନେ ଆଉ ଗୋଟିଏ ନଗରକୁ ଯିବେ ଏବଂ କହିବେ, ‘ଆସ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବା ପାଇଁ ପ୍ରାର୍ଥନା କରିବା।’ ଆସ ଯିବା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଉପାସନା କରିବା। ‘ମୁଁ ନିଜେ ମଧ୍ୟ ଯାଉଛି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।’

Gade chapit la Kopi




ଯିଖରୀୟ 8:21
10 Referans Kwoze  

ବୈଥେଲସ୍ଥ ଲୋକମାନେ ଶରେ‌ତ୍‌ସର, ରେଗମ୍ମେଲକ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ରେରଣ କଲେ।


ଆସ, ସଦାପ୍ରଭୁଙ୍କ ସମ୍ବନ୍ଧରେ ଅଧ୍ୟୟନ କରିବା। ତାଙ୍କ ସମ୍ବନ୍ଧରେ ଅଧିକ ଜାଣିବା ପାଇଁ କଠୋର ଅଧ୍ୟବସାୟ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମୟ କଲା ପରି ପରମେଶ୍ୱର ଆମ୍ଭମାନଙ୍କ ନିକଟକୁ ଆସିବେ।”


ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର, ସମସ୍ତେ ତାଙ୍କର ପ୍ରଶଂସା କର। ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।


ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ଯିରୁଶାଲମକୁ ଆସିବେ।


ଏହା ପରେ ଇସ୍ରାଏଲ ସେହି ସମସ୍ତ ଘରର ଲୋକମାନେ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ, ସେମାନଙ୍କର ପିତାଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଆସିଲେ।


ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।


ଏପରି ଏକ ସମୟ ଆସିବ ଯେତେବେଳେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଆସ, ଆମ୍ଭେମାନେ ସିୟୋନକୁ ଯିବା ଓ ଆମ୍ଭର ସଦାପ୍ରଭୁ’ ପରମେଶ୍ୱରଙ୍କୁ ପୂଜା କରିବା।”


ସେହି ଦୁଇଜଣ ଶିଷ୍ୟ ଯୋହନଙ୍କ ଏହି କଥା ଶୁଣିଲେ, ତେଣୁ ସେମାନେ ଯୀଶୁଙ୍କ ପଛେ ପଛେ ଗଲେ।


Swiv nou:

Piblisite


Piblisite