ଯିଖରୀୟ 8:22 - ପବିତ୍ର ବାଇବଲ22 ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ଯିରୁଶାଲମକୁ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। Gade chapit laଓଡିଆ ବାଇବେଲ22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। Gade chapit la |
ତା'ପରେ ଅନେକ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ୱର ବିଗ୍ଭରକ ହେବେ ଓ ଦୂରଦେଶୀୟ ଅନେକ ଲୋକମାନଙ୍କୁ ତାଙ୍କର ଶେଷ ନିଷ୍ପତ୍ତି ଜଣାଇବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ତ୍ୟାଗ କରିବେ। ସେମାନେ ସେମାନଙ୍କର ଖଡ଼୍ଗରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ୟ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ଯୁଦ୍ଧ କରିବା ବନ୍ଦ କରିବେ। ଆଉ ଯୁଦ୍ଧ ପାଇଁ ତାଲିମ ମଧ୍ୟ କେବେ ନେବେ ନାହିଁ।
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ, “ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା। ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା। ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।” ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।