ଯିଖରୀୟ 9:1 - ପବିତ୍ର ବାଇବଲ1 ଏକ ସ୍ୱର୍ଗୀୟବାଣୀ, ସଦାପ୍ରଭୁଙ୍କର ବାର୍ତ୍ତା, ହଦ୍ରକ ଦେଶ ଏବଂ ଏହାର ରାଜଧାନୀ ଦମ୍ମେଶକ ବିଷୟରେ। ସମସ୍ତ ଲୋକ ପରମେଶ୍ୱରଙ୍କୁ ଅନାଉଅଛନ୍ତି, “ଯେପରି ଇସ୍ରାଏଲ ଗୋଟିଏ ପରିବାରବର୍ଗ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହଦ୍ରକ୍ ଦେଶ ଉପରେ ସଦାପ୍ରଭୁଙ୍କର ଭାରୋକ୍ତି ଓ ଦାମାସ୍କସ୍ ତହିଁର ବିଶ୍ରାମ-ସ୍ଥାନ ହେବ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଚକ୍ଷୁ ସଦାପ୍ରଭୁଙ୍କ ଆଡ଼େ ଅଛି; Gade chapit laଓଡିଆ ବାଇବେଲ1 ହଦ୍ରକ୍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହଦ୍ରକ୍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି। Gade chapit la |
ସଦାପ୍ରଭୁ ଏହା କୁହନ୍ତି: “ଯେତେବେଳେ ଗୋଟିଏ ସିଂହ ମେଣ୍ଢା ଛୁଆକୁ ଆକ୍ରମଣ କରେ ଏବଂ ତା'ପରେ ଯଦି ମେଷପାଳକ ମେଣ୍ଢା ଛୁଆକୁ ରକ୍ଷା କରିବାକୁ ଯାଏ, ସେ କେବଳ ସିଂହ ମୁହଁରୁ ଦୁଇଟି ଗୋଡ଼ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହୋଇପାରେ। ସେହିପରି, ଆମ୍ଭେ ଇସ୍ରାଏଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିୟାରେ ବସବାସ କରନ୍ତି ଏବଂ ସେମାନଙ୍କର ବିଛଣାର ଏକ କୋଣରେ କି ପଲଙ୍କର ସୋଫାରେ ବସିବାକୁ ଭଲପାନ୍ତି”