ସିଫନୀୟ 1:1 - ପବିତ୍ର ବାଇବଲ1 ଏହି ବାର୍ତ୍ତା ସଦାପ୍ରଭୁ ସିଫନିୟଙ୍କୁ ପ୍ରଦାନ କରିଥିଲେ। ଯିହୁଦାର ରାଜା ଆମୋନଙ୍କ ପୁତ୍ର ଯୋଶିୟଙ୍କ ସମୟରେ ସେ ଏହି ବାର୍ତ୍ତା ଗ୍ରହଣ କଲେ। ସିଫନିୟ କୂଶିଙ୍କ ପୁତ୍ର, କୂଶି ଗଦଲିୟଙ୍କ ପୁତ୍ର, ଗଦଲିୟ ଅମରିୟଙ୍କ ପୁତ୍ର ଓ ଅମରିୟ ହିଜକିୟଙ୍କ ପୁତ୍ର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଆମୋନଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶିଙ୍କ ପୁତ୍ର ସିଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। Gade chapit laଓଡିଆ ବାଇବେଲ1 ଆମୋନ୍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମୋନ୍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। Gade chapit la |
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।