ସିଫନୀୟ 1:13 - ପବିତ୍ର ବାଇବଲ13 ତା'ପରେ ଅନ୍ୟ ଲୋକମାନେ ସେମାନଙ୍କର ଧନସମ୍ପଦ ଲୁଣ୍ଠନ କରିବେ ଓ ସେମାନଙ୍କର ଘରଗୁଡ଼ିକୁ ଧ୍ୱଂସ କରିବେ। ସେହି ସମୟରେ ସେମାନେ ନିର୍ମାଣ କରିଥିବା ଘରେ ଲୋକମାନେ ରହିବେ ନାହିଁ ଏବଂ ସେମାନେ ବଢ଼ାଇଥିବା ଅଙ୍ଗୁରରୁ ପ୍ରସ୍ତୁତ ଦ୍ରାକ୍ଷାରସ ପିଇବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ଵଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ। Gade chapit laଓଡିଆ ବାଇବେଲ13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।” Gade chapit la |
ସେମାନେ ନିଜ ନିଜର ରୂପାକୁ ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ। ସେ ସବୁ କିନ୍ତୁ ସେମାନଙ୍କୁ ସଦାପ୍ରଭୁ ଯେତେବେଳେ ତାଙ୍କର କ୍ରୋଧରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସେମାନେ ସେମାନଙ୍କର କ୍ଷୁଧାକୁ ସନ୍ତୁଷ୍ଟ କରି ପାରିବେ ନାହିଁ। କିଅବା ସେମାନଙ୍କର ଉଦର ପୂର୍ଣ୍ଣ କରି ପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସେମାନଙ୍କର କାରଣ ଥିଲା।
ସେମାନେ ତୁମ୍ଭମାନଙ୍କର ସଂଗୃହୀତ ଶସ୍ୟ ଓ ରୋଟୀ ଭକ୍ଷ୍ୟଣ କରିବେ। ସେମାନେ ତୁମ୍ଭମାନଙ୍କ ପୁତ୍ରକନ୍ୟା ଗଣଙ୍କୁ ଭକ୍ଷ୍ୟଣ କରିବେ। ସେମାନେ ସେମାନଙ୍କର ମେଷ ଓ ଗାଈ ଗୁଡ଼ିକ ଭକ୍ଷ୍ୟଣ କରିବେ। ସେମାନେ ମଧ୍ୟ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭେମାନେ ଯେଉଁ ସୁଦୃଢ଼ ନଗର ଉପରେ ବିଶ୍ୱାସ କରିଅଛ, ସେମାନେ ସେହିସବୁକୁ ଖଡ଼୍ଗରେ ଧ୍ୱଂସ କରିବେ।”