ସିଫନୀୟ 1:15 - ପବିତ୍ର ବାଇବଲ15 ସେହି ଦିନ ପରମେଶ୍ୱର ତାଙ୍କର କ୍ରୋଧ ଦେଖାଇବେ। ଏହା ଅତି ଭୟଙ୍କର ଦୁଃଖ ଓ ଧ୍ୱଂସର ସମୟ ହେବ। ଏହା ଏକ ଧ୍ୱଂସ ବିଧ୍ୱଂସ୍ତର ଦିନ ହେବ। ଏହା ଏକ ଅନ୍ଧକାର ଓ ଖେଦର ଦିନ ହେବ। ଏହି ଦିନଟି ମେଘ ଓ ଅନ୍ଧକାରର ଦିନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ, Gade chapit laଓଡିଆ ବାଇବେଲ15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ, Gade chapit la |