ସିଫନୀୟ 1:2 - ପବିତ୍ର ବାଇବଲ2 ସଦାପ୍ରଭୁ କହନ୍ତି, “ପୃଥିବୀର ସମସ୍ତ ଜିନିଷ ଆମ୍ଭେ ଧ୍ୱଂସ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ କହନ୍ତି, ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା, Gade chapit laଓଡିଆ ବାଇବେଲ2 ସଦାପ୍ରଭୁ କହନ୍ତି, ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,” Gade chapit la |
ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେଉଁସବୁ ବିଷୟ କହିଥିଲେ, ତାହା ପ୍ରକୃତରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ୟମରେ କହିଥିଲେ: “ଏହି ସ୍ଥାନ ସତୁରି ବର୍ଷ ପର୍ଯ୍ୟନ୍ତ ଧ୍ୱଂସର ସ୍ଥାନ ହୋଇ ରହିବ। କାରଣ ଲୋକମାନେ ବିଶେଷ ବିଶ୍ରାମବାରରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲାଗିରହିବ।”
ଅରାମୀୟ ସୈନ୍ୟଦଳ ନିଜ ସହିତ ଲୋକମାନଙ୍କର ଏକ କ୍ଷୁଦ୍ରଦଳକୁ ନେଇ ଆସିଥିଲେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଯିହୁଦାର ବୃହତ୍ ସୈନ୍ୟଦଳ ଉପରେ ବିଜୟଲାଭ କରିବାକୁ ଦେଲେ। ସଦାପ୍ରଭୁ ଏହିପରି କଲେ, କାରଣ ଯିହୁଦାର ଲୋକମାନେ ସେମାନଙ୍କ ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହୋଇଥିଲେ, ସେମାନେ ତାଙ୍କୁ ପରିତ୍ୟାଗ କରିଥିଲେ। ତେଣୁ ଯୋୟାଶ୍ ଦଣ୍ଡିତ ହେଲେ।