ସିଫନୀୟ 1:3 - ପବିତ୍ର ବାଇବଲ3 ଆମ୍ଭେ ସମସ୍ତ ପ୍ରାଣୀ ଓ ସମସ୍ତ ମାନବମାନଙ୍କୁ ବିନଷ୍ଟ କରିବା। ଆକାଶର ପକ୍ଷୀ ଓ ସମୁଦ୍ରର ମାଛଗୁଡ଼ିକୁ ବିନାଶ କରିବା। ସମସ୍ତ ମନ୍ଦ ଲୋକ ଓ ସମସ୍ତ ଜିନିଷ ଯେଉଁଗୁଡ଼ିକ ସେମାନଙ୍କୁ ପାପ କରାଉଛି ସେହିସବୁକୁ ଧ୍ୱଂସ କରିବା। ସବୁ ଲୋକଙ୍କୁ ପୃଥିବୀରୁ ବିତାଡ଼ିତ କରିବା।” ଏହିସବୁ କଥା ସଦାପ୍ରଭୁ କହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ3 ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା, ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି। Gade chapit la |
ସେମାନେ ନିଜ ନିଜର ରୂପାକୁ ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ। ସେ ସବୁ କିନ୍ତୁ ସେମାନଙ୍କୁ ସଦାପ୍ରଭୁ ଯେତେବେଳେ ତାଙ୍କର କ୍ରୋଧରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସେମାନେ ସେମାନଙ୍କର କ୍ଷୁଧାକୁ ସନ୍ତୁଷ୍ଟ କରି ପାରିବେ ନାହିଁ। କିଅବା ସେମାନଙ୍କର ଉଦର ପୂର୍ଣ୍ଣ କରି ପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସେମାନଙ୍କର କାରଣ ଥିଲା।