ସିଫନୀୟ 1:4 - ପବିତ୍ର ବାଇବଲ4 ସଦାପ୍ରଭୁ କହିଲେ, “ଆମ୍ଭେ ଯିହୁଦା ଓ ଯିରୁଶାଲମ ବାସିନ୍ଦାଙ୍କୁ ଦଣ୍ତ ଦେବା। ଆମ୍ଭେ ସେହି ସ୍ଥାନରୁ ମୂର୍ତ୍ତି ପୂଜକ ଯାଜକଙ୍କୁ ହଟାଇଦେବା। ଆମ୍ଭେ ବାଲ୍ର ଶେଷ ସଙ୍କେତକୁ ହଟାଇ ଦେବା। ସମସ୍ତ ଲୋକ Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି, ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ; Gade chapit laଓଡିଆ ବାଇବେଲ4 ପୁଣି, ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ; Gade chapit la |
ଲୋକମାନେ ବାଲ୍ଦେବତାର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ସେମାନେ ଯୋଶିୟଙ୍କ ଉପସ୍ଥିତିରେ ଏହା କଲେ। ଏହା ପରେ ଯୋଶିୟ ଲୋକମାନଙ୍କ ସମ୍ମୁଖରେ ଦଣ୍ଡାୟମାନ ଉଚ୍ଚ ସୁଗନ୍ଧିଧୂପର ଯଜ୍ଞବେଦି ଭାଙ୍ଗି ପକାଇଲେ। ସେ ଖୋଦିତ ମୂର୍ତ୍ତିସବୁ ଓ ଛାଞ୍ଚରେ ଢଳା ମୂର୍ତ୍ତିସବୁ ଭାଙ୍ଗି ପକାଇଲେ। ସେ ସେହି ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳିରେ ପରିଣତ କରିଦେଲେ। ଏହା ପରେ ଯେଉଁ ଲୋକମାନେ ମୂର୍ତ୍ତିଗୁଡ଼ିକ ସମ୍ମୁଖରେ ବଳି ଉତ୍ସର୍ଗ କରିଥିଲେ, ଯୋଶିୟ ସେମାନଙ୍କ କବର ଉପରେ ସେହି ଗୁଣ୍ଡକୁ ସିଞ୍ଚିଲେ।