Biblia Todo Logo
Bib sou entènèt

- Piblisite -




ସିଫନୀୟ 1:9 - ପବିତ୍ର ବାଇବଲ

9 ସେହି ସମୟରେ ପ୍ରବେଶଦ୍ୱାରକୁ ଡେଇଁ ଯାଇଥିବା ଲୋକମାନଙ୍କୁ ଆମ୍ଭେ ଦଣ୍ତ ଦେବା। ଯେଉଁମାନେ ତାଙ୍କ ମିଥ୍ୟା ପ୍ରଭୁଙ୍କର ଗୃହକୁ ମିଥ୍ୟା ଓ ହିଂସାରେ ପୂର୍ଣ୍ଣ କରିଛନ୍ତି ସେମାନଙ୍କୁ ମଧ୍ୟ ଦଣ୍ତ ଦେବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ତ ଦେବା।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା’ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”

Gade chapit la Kopi




ସିଫନୀୟ 1:9
11 Referans Kwoze  

ଏଥିପାଇଁ ଦାଗୋ‌ନ୍‌ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍ ମନ୍ଦିରକୁ ଆସନ୍ତି, ସେମାନେ ଆଜି ପର୍ଯ୍ୟନ୍ତ ଅ‌ସ୍‌ଦୋଦସ୍ଥିତ ଦାଗୋନ୍ ମନ୍ଦିରର ଦ୍ୱାରବନ୍ଧକୁ ମାଡ଼ନ୍ତି ନାହିଁ।


ଲୋକମାନେ ସେଠାରେ କିପରି ସାଧୁତ୍ୱଭାବରେ ଜୀବନଧାରଣ କରିବାକୁ ହୁଏ, ଜାଣନ୍ତି ନାହିଁ। କାରଣ ସେମାନଙ୍କର ଗୋଦାମ ଘର ଯୁଦ୍ଧରୁ ଲୁଟିଥିବା ସମ୍ପତ୍ତିରେ ପୁରିଯାଇଛି।”


ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ।


ଶାସନକର୍ତ୍ତା ଯଦି ମିଥ୍ୟାକୁ ଶୁଣନ୍ତି, ତେବେ ତାଙ୍କର ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ହେବେ।


ମାତ୍ର ମୋର ପୂର୍ବାବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା। ଆଉ ସେମାନେ ଗ୍ଭଳିଶ୍ ଶେକଲ ରୌପ୍ୟ ମୁଦ୍ରା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ, କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।


ଏହା ପରେ ତା'ର ପ୍ରଭୁ ଉଠି ନିଜ ବାଟରେ ଯିବା ପାଇଁ ଦ୍ୱାର ଫିଟାଇଲା ଏବଂ ତା'ର ଉପପତ୍ନୀକୁ ଦ୍ୱାର ସମ୍ମୁଖରେ ପଡ଼ିଥିବାର ପାଇଲା। ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ପଡ଼ିଥିଲା।


ଯେପରି ପିଞ୍ଜରା ପକ୍ଷୀରେ ପରିପୂର୍ଣ୍ଣ ସେହିପରି ସେମାନଙ୍କ ଗୃହ ଛଳନାରେ ପୂର୍ଣ୍ଣ। ଏହି ମିଥ୍ୟା ଯୋଗୁଁ ସେମାନେ ଉନ୍ନତ ଓ ଧନବନ୍ତ ହୋଇଛନ୍ତି।


ସେହି ନଗରୀର ଧନୀ ଲୋକମାନେ ନିଷ୍ଠୁର ଅଟନ୍ତି। ସେହି ସ୍ଥାନର ଲୋକେ ତଥାପି ମିଥ୍ୟା କହୁଛନ୍ତି। ହଁ, ସେହି ଲୋକମାନେ ପ୍ରବଞ୍ଚକ।


ମୁଁ ଉତ୍ତର କଲି, “ଏହା କ’ଣ?” ସେ କହିଲେ, “ତାହା ଏକ ମାପ କରିବା ଟୋକେଇ” ଏବଂ “ତାହା ଦେଶର ଲୋକମାନଙ୍କର ପାପକୁ ମାପିପାରିବ।”


Swiv nou:

Piblisite


Piblisite