ସିଫନୀୟ 2:4 - ପବିତ୍ର ବାଇବଲ4 ଘସାରେ କାହାରିକୁ ଛଡ଼ାଯିବ ନାହିଁ। ଅସ୍କିଲୋନ ଧ୍ୱଂସ ହେବ, ମଧ୍ୟାହ୍ନ ସୁଦ୍ଧା ଲୋକମାନଙ୍କୁ ଅସଦୋଦ୍ ଛାଡ଼ିବାକୁ ବାଧ୍ୟ କରାଯିବ। ଇକ୍ରୋଣ ଶୂନ୍ୟ ହୋଇଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ଵଂସସ୍ଥାନ ହେବ ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳୋତ୍ପାଟିତ ହେବ। Gade chapit laଓଡିଆ ବାଇବେଲ4 କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ। Gade chapit la |
ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ।