ସିଫନୀୟ 3:14 - ପବିତ୍ର ବାଇବଲ14 ହେ ଯିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇସ୍ରାଏଲ ମଧ୍ୟ ଆନନ୍ଦ କରିବ। ଯିରୁଶାଲମ ମଧ୍ୟ ସୁଖୀ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ଵନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। Gade chapit laଓଡିଆ ବାଇବେଲ14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। Gade chapit la |
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”