ସିଫନୀୟ 3:15 - ପବିତ୍ର ବାଇବଲ15 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତ୍ରୁମାନଙ୍କୁ ବିନାଶ କଲେ। ଇସ୍ରାଏଲର ରାଜା, ସ୍ୱୟଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷୟ ପାଇଁ ଆଉ ଭୟଭୀତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁ ତୁମ୍ଭର ଦଣ୍ତସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ। Gade chapit laଓଡିଆ ବାଇବେଲ15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ। Gade chapit la |
ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।