ସିଫନୀୟ 3:17 - ପବିତ୍ର ବାଇବଲ17 ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦେଖାଇବେ। ଆଉ ମଧ୍ୟ ସେ ଦେଖାଇ ଦେବେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହେବେ, ଭୋଜିରେ ଆନନ୍ଦ କଲାପରି ହେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ। Gade chapit laଓଡିଆ ବାଇବେଲ17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ। Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ଓ ସମୃଦ୍ଧିଶାଳୀ କରିବେ। ସେ ତୁମ୍ଭକୁ ବହୁ ସନ୍ତାନ ଦେଇ ଆଶୀର୍ବାଦ କରିବେ। ସେ ତୁମ୍ଭର ଗାଈମାନଙ୍କୁ ଆଶୀର୍ବାଦ କରିବେ, ସେମାନଙ୍କ ବହୁସଂଖ୍ୟକ ବାଛୁରି ହେବ। ସେ ତୁମ୍ଭର କ୍ଷେତ୍ରକୁ ଆଶୀର୍ବାଦ କରିବେ, ତାହା ଉତ୍ତମ ଶସ୍ୟ ପ୍ରଦାନ କରିବ। ସଦାପ୍ରଭୁ ପୁଣି ଥରେ ତୁମ୍ଭଠାରେ ଆନନ୍ଦିତ ହେବେ ଓ ମଙ୍ଗଳ କରିବେ, ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଠାରେ ଆନନ୍ଦିତ ଥିଲେ।
ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।