ସିଫନୀୟ 3:9 - ପବିତ୍ର ବାଇବଲ9 ତା'ପରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସେମାନେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭକୁ ଉପାସନା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା। Gade chapit laଓଡିଆ ବାଇବେଲ9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା। Gade chapit la |