Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:1 - ଓଡିଆ ବାଇବେଲ

1 ଆଦମ, ଶେଥ, ଈନୋଶ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଦମ, ଶେଥ, ଈନୋଶ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆଦମ, ଶେଥ, ଈନୋଶ;

Gade chapit la Kopi

ପବିତ୍ର ବାଇବଲ

1-3 ଆଦମ, ଶେଥ, ଈନୋଶ, କୟିନାନ, ମହଲଲେଲ, ଯେରଦ, ହନୋକ, ମଥୁଶେଲହ, ଲେମକ, ନୋହ।

Gade chapit la Kopi




1 ବଂଶାବଳୀ 1:1
8 Referans Kwoze  

କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ୱରଙ୍କ ପୁତ୍ର ।


ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”


ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର,


କୟିନାନ, ମହଲଲେଲ, ଯେରଦ;


ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;


ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।


ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।


Swiv nou:

Piblisite


Piblisite