Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:13 - ଓଡିଆ ବାଇବେଲ

13 ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ଏବଂ ହେତ୍‍କୁ ଜାତ କଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ତହୁଁ ହେତକୁ ଜାତ କଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ଏବଂ ହେତ୍‍କୁ ଜାତ କଲା;

Gade chapit la Kopi

ପବିତ୍ର ବାଇବଲ

13 କିଣାନ ସୀଦୋନର ପିତା ଥିଲା। ସୀଦୋନ ତାହାର ପ୍ରଥମ ସନ୍ତାନ ଥିଲା। କିଣାନ ହିତ୍ତୀୟମାନଙ୍କର

Gade chapit la Kopi




1 ବଂଶାବଳୀ 1:13
13 Referans Kwoze  

ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋ’ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।


ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍‍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ;


ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।


ଏଥିଉତ୍ତାରେ ରିବିକା ଇସ୍‍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍‍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?”


ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।


ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;


ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍‍ର ସନ୍ତାନମାନଙ୍କୁ କହିଲେ,


ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।


ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍‍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।


ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,


Swiv nou:

Piblisite


Piblisite