Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:16 - ଓଡିଆ ବାଇବେଲ

16 ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ

16 ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କର ମଧ୍ୟ ପିତା ଥିଲେ।

Gade chapit la Kopi




1 ବଂଶାବଳୀ 1:16
6 Referans Kwoze  

ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।


ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।


ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।


ହିବ୍ବୀୟ, ଅର୍କୀୟ, ସିନୀୟ,


ଶେମର ସନ୍ତାନଗଣ; ଏଲମ୍‍, ଅଶୂର, ଅର୍ଫକ୍‍ଷଦ, ଲୁଦ୍‍, ଅରାମ, ଊଷ୍‍, ହୂଲ, ଗେଥର ଓ ମେଶକ୍‍।


ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।


Swiv nou:

Piblisite


Piblisite