Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:34 - ଓଡିଆ ବାଇବେଲ

34 ପୁଣି, ଅବ୍ରହାମ ଇସ୍‍ହାକକୁ ଜାତ କଲେ। ସେହି ଇସ୍‍ହାକର ପୁତ୍ର ଏଷୌ ଓ ଇସ୍ରାଏଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ଅବ୍ରହାମ ଇସ୍‍ହାକକୁ ଜାତ କଲେ। ସେହି ଇସ୍‍ହାକର ପୁତ୍ର ଏଷୌ ଓ ଇସ୍ରାଏଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ଅବ୍ରହାମ ଇସ୍‌ହାକକୁ ଜାତ କଲେ। ସେହି ଇସ୍‌ହାକର ପୁତ୍ର ଏଷୌ ଓ ଇସ୍ରାଏଲ।

Gade chapit la Kopi

ପବିତ୍ର ବାଇବଲ

34 ଅବ୍ରହାମ ଇସ୍‌ହାକଙ୍କର ପିତା ଥିଲେ। ସେହି ଇସ୍‌ହାକଙ୍କର ପୁତ୍ରମାନେ ଥିଲେ: ଏଷୌ ଓ ଇସ୍ରାଏଲ।

Gade chapit la Kopi




1 ବଂଶାବଳୀ 1:34
12 Referans Kwoze  

ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ ।


ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍‌ହାକଙ୍କ ପୁତ୍ର, ଇସ୍‌ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର,


ଅବ୍ରାହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,


ଅବ୍ରହାମଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାୟେଲ।


ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।


ଅବ୍ରହାମଙ୍କର ପୁତ୍ର ଇସ୍‍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‍ହାକଙ୍କୁ ଜାତ କଲେ;


ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁ ଅଛ ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।


Swiv nou:

Piblisite


Piblisite