Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 10:10 - ଓଡିଆ ବାଇବେଲ

10 ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍‍ ମନ୍ଦିରରେ ଟାଙ୍ଗି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍-ମନ୍ଦିରରେ ଟାଙ୍ଗିଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍‍ ମନ୍ଦିରରେ ଟାଙ୍ଗି ଦେଲେ।

Gade chapit la Kopi

ପବିତ୍ର ବାଇବଲ

10 ପଲେଷ୍ଟୀୟମାନେ ସେମାନଙ୍କ ଭଣ୍ଡ ଦେବତାର ମନ୍ଦିରରେ ଶାଉଲଙ୍କ ଯୁଦ୍ଧସାଜକୁ ନେଇ ରଖିଲେ। ସେମାନେ ଦାଗୋନ୍ ଦେବତାର ମନ୍ଦିରରେ ଶାଉଲଙ୍କ ମସ୍ତକକୁ ଟଙ୍ଗାଇଲେ।

Gade chapit la Kopi




1 ବଂଶାବଳୀ 10:10
4 Referans Kwoze  

ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।


ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।


ଏଉତ୍ତାରେ ଯାବେଶ୍‍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,


Swiv nou:

Piblisite


Piblisite