Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:12 - ଓଡିଆ ବାଇବେଲ

12 ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ଅହୋହୀୟ ଦୋଦୟର ପୁତ୍ର ଇଲିୟାସର। ଇଲିୟାସର ଏହି ତିନି ବୀରଙ୍କ ମଧ୍ୟରେ ଜଣେ ଥିଲେ।

Gade chapit la Kopi




1 ବଂଶାବଳୀ 11:12
7 Referans Kwoze  

ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।


“ମୋ’ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି ? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।


ଅବୀଶୂୟ, ନାମାନ୍‍, ଆହୋହ,


ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ ଦଳ ଉପରେ ନିଯୁକ୍ତ କଲେ।


ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍‍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,


Swiv nou:

Piblisite


Piblisite