1 ବଂଶାବଳୀ 11:2 - ଓଡିଆ ବାଇବେଲ2 ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଗତ କାଳରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’” Gade chapit laପବିତ୍ର ବାଇବଲ2 ଯେତେବେଳେ ଶାଉଲ ରାଜା ଥିଲେ, ତୁମ୍ଭେ ଆମ୍ଭମାନଙ୍କର ନେତୃତ୍ୱ ନେଇ ଇସ୍ରାଏଲକୁ ଆଣିଲ। ସଦାପ୍ରଭୁ ତୁମ୍ଭକୁ କହିଲେ, ‘ଦାଉଦ, ତୁମ୍ଭେ ଆମ୍ଭର ଲୋକମାନଙ୍କର ମୁଖ୍ୟ ହେବ।’” Gade chapit la |