Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:7 - ଓଡିଆ ବାଇବେଲ

7 ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।

Gade chapit la Kopi

ପବିତ୍ର ବାଇବଲ

7 ଏହା ପରେ ଦାଉଦ ଦୁର୍ଗ ମଧ୍ୟରେ ଆପଣାର ଗୃହ ନିର୍ମାଣ କଲେ। ତେଣୁ ତାହାକୁ ଦାଉଦଙ୍କ ନଗର ବୋଲି ନାମିତ କରାଗଲା।

Gade chapit la Kopi




1 ବଂଶାବଳୀ 11:7
5 Referans Kwoze  

ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।


ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ ନଗର ହେଲା।


ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।


ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ। ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।


ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।


Swiv nou:

Piblisite


Piblisite