Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:8 - ଓଡିଆ ବାଇବେଲ

8 ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦିଗରେ ନଗର ନିର୍ମାଣ କଲେ; ପୁଣି ଯୋୟାବ୍ ନଗରର ଅବଶିଷ୍ଟ ସ୍ଥାନ ପୁନର୍ନିର୍ମାଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

8 ଦାଉଦ ଦୁର୍ଗର ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ। ସେ ମିଲ୍ଲୋଠାରୁ ନଗରର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ପର୍ଯ୍ୟନ୍ତ ତାହା ନିର୍ମାଣ କଲେ। ଯୋୟାବ୍ ନଗରର ଅନ୍ୟ ଅଂଶଗୁଡ଼ିକର ମରାମତି କାର୍ଯ୍ୟ କଲେ।

Gade chapit la Kopi




1 ବଂଶାବଳୀ 11:8
8 Referans Kwoze  

ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି ? ସେମାନେ କ’ଣ ଗଡ଼ବନ୍ଦି କରି ରହିବେ ? ସେମାନେ କ’ଣ ବଳିଦାନ କରିବେ ? ସେମାନେ କ’ଣ ଦିନକରେ ସମାପ୍ତ କରିବେ ? ସେମାନେ କ’ଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ ?”


ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍‍ଙ୍କୁ ବଧ କଲେ।


ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନଃନିର୍ମାଣ କରୁଥିଲେ।


ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।


ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍‍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍‍କୁ ଗ୍ରାସ କରୁ।


ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇ ଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ୍‍ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।


ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।


ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।


Swiv nou:

Piblisite


Piblisite