Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:9 - ଓଡିଆ ବାଇବେଲ

9 ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପ୍ରଥମ ଏସର୍, ଦ୍ଵିତୀୟ ଓବଦୀୟ, ତୃତୀୟ ଇଲୀୟାବ୍,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,

Gade chapit la Kopi

ପବିତ୍ର ବାଇବଲ

9 ଏସର, ଗାଦ୍ ଗୋଷ୍ଠୀର ସୈନ୍ୟଦଳର ସେନାପତି ଥିଲେ। ଓବଦିୟ ଦ୍ୱିତୀୟ ସେନାଧ୍ୟକ୍ଷ ଥିଲେ। ଇଲିୟାବ୍ ତୃତୀୟ ସେନାଧ୍ୟକ୍ଷ ଥିଲେ।

Gade chapit la Kopi




1 ବଂଶାବଳୀ 12:9
5 Referans Kwoze  

ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ୍‍ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।


ଚତୁର୍ଥ ମିଶ୍‍ମନ୍ନା, ପଞ୍ଚମ ଯିରିମୀୟ,


ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।


ପୁଣି, ଗାଦ୍‍ ବିଷୟରେ ସେ କହିଲେ, “ଯେ ଗାଦ୍‍କୁ ବିସ୍ତାର କରନ୍ତି, ସେ ଧନ୍ୟ; ସେ ସିଂହ ପରି ବାସ କରେ, ପୁଣି, ସେ ବାହୁ, ମସ୍ତକର ତାଳୁ ସୁଦ୍ଧା ବିଦୀର୍ଣ୍ଣ କରେ।”


ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।


Swiv nou:

Piblisite


Piblisite