Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 13:11 - ଓଡିଆ ବାଇବେଲ

11 ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ଉଷଙ୍କ ପ୍ରତି ଆପଣାର କ୍ରୋଧ ପ୍ରକାଶିତ କଲେ। ଏଥିନିମନ୍ତେ ଦାଉଦ ଅସନ୍ତୁଷ୍ଟ ହେଲେ। ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନ “ପେରସ-ଉଷ” ନାମରେ ନାମିତ ହୋଇଅଛି।

Gade chapit la Kopi




1 ବଂଶାବଳୀ 13:11
11 Referans Kwoze  

ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”


ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ ?”


ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କି ପ୍ରକାରେ ମୋ’ ନିକଟକୁ ଆସିବ ?”


ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।


ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।


ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ।


ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ।


ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।


ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋ’ ନିକଟକୁ ଗୃହକୁ ଆଣିବି ?”


ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”


କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।


Swiv nou:

Piblisite


Piblisite