1 ବଂଶାବଳୀ 13:8 - ଓଡିଆ ବାଇବେଲ8 ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ଵରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ। Gade chapit laପବିତ୍ର ବାଇବଲ8 ଦାଉଦ ଓ ଇସ୍ରାଏଲ ସମସ୍ତ ଲୋକ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ ଉତ୍ସବ କରୁଥିଲେ। ସେମାନେ ପରମେଶ୍ୱରଙ୍କ ପ୍ରଶଂସା କରୁଥିଲେ ଓ ସଂଗୀତମାନ ଗାନ କରୁଥିଲେ। ସେମାନେ ବୀଣା, ସାରଙ୍ଗ, ଢୋଲ, ଗିନି ଓ ତୂରୀ ବାଦ୍ୟସବୁ ବଜାଇଲେ। Gade chapit la |