Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:7 - ଓଡିଆ ବାଇବେଲ

7 ଆଉ ସେହିଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେହିଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ

7 ଏହି ସମୟରେ ଦାଉଦ ପ୍ରଥମେ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗୀତ ଗାନ କରିବାର ଦାୟିତ୍ୱ ଅର୍ପଣ କଲେ।

Gade chapit la Kopi




1 ବଂଶାବଳୀ 16:7
7 Referans Kwoze  

ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;


ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।


ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।


ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।


ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସାଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।


ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।


Swiv nou:

Piblisite


Piblisite