Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:3 - ଓଡିଆ ବାଇବେଲ

3 ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ଵରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ

3 କିନ୍ତୁ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟକୁ ଆସିଲା।

Gade chapit la Kopi




1 ବଂଶାବଳୀ 17:3
7 Referans Kwoze  

ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”


ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।


ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।”


ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”


ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;


Swiv nou:

Piblisite


Piblisite