Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:4 - ଓଡିଆ ବାଇବେଲ

4 ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯାଅ, “ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର କହିଲେ, “ଯାଅ ଓ ଏହିସବୁ ବିଷୟ ମୋହର ଦାସ ଦାଉଦକୁ ଜଣାଅ; ସଦାପ୍ରଭୁ କହନ୍ତି, ‘ଦାଉଦ, ଆମ୍ଭେ ଯେଉଁ ଗୃହରେ ବାସ କରିବା, ସେହି ଗୃହକୁ ନିର୍ମାଣ କରିବା ଲୋକ ତୁମ୍ଭେ ନୁହଁ।

Gade chapit la Kopi




1 ବଂଶାବଳୀ 17:4
8 Referans Kwoze  

ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।”


ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


Swiv nou:

Piblisite


Piblisite