Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:7 - ଓଡିଆ ବାଇବେଲ

7 କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କମର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟଲଙ୍ଘନ କରିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।

Gade chapit la Kopi

ପବିତ୍ର ବାଇବଲ

7 ସିମ୍ରିଙ୍କର ପୁତ୍ର ଥିଲେ କାର୍ମି। କାର୍ମିଙ୍କର ପୁତ୍ର ଥିଲେ ଆଖାର। ଏହି ଆଖାର ଇସ୍ରାଏଲ ନିମନ୍ତେ ବହୁତ ଦୁଃଖ ବିପଦକୁ ଡାକି ଆଣିଥିଲେ ଯିଏ କି ଆଖର ଯୁଦ୍ଧରେ ପାଇଥିବା ବସ୍ତୁଗୁଡ଼ିକୁ ନିଜ ପାଖରେ ରଖିଥିଲେ, କିନ୍ତୁ ସେ ସେହି ବସ୍ତୁଗୁଡ଼ିକୁ ପରମେଶ୍ୱରଙ୍କୁ ଦେଇ ଦେବାର ଥିଲା।

Gade chapit la Kopi




1 ବଂଶାବଳୀ 2:7
10 Referans Kwoze  

ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।


ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ ?”


ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ। ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।


ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;


ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।


ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍‍।


ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।


ପୁଣି, ଏଥନ୍‍ର ପୁତ୍ର ଅସରୀୟା।


Swiv nou:

Piblisite


Piblisite