Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:10 - ଓଡିଆ ବାଇବେଲ

10 “ଯାଅ, ଦାଉଦକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯାଅ, ଦାଉଦକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ଯାଅ, ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”

Gade chapit la Kopi




1 ବଂଶାବଳୀ 21:10
9 Referans Kwoze  

ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନପରିବର୍ତ୍ତନ କର ।


କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।


ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”


ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,


ତହିଁରେ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;


Swiv nou:

Piblisite


Piblisite