1 ବଂଶାବଳୀ 22:9 - ଓଡିଆ ବାଇବେଲ9 ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା; Gade chapit laପବିତ୍ର ବାଇବଲ (Re-edited) - (BSI)9 ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା; Gade chapit laପବିତ୍ର ବାଇବଲ9 କିନ୍ତୁ ତୁମ୍ଭର ଏକ ପୁତ୍ର ଅଛି, ଯେ କି ଶାନ୍ତିପ୍ରିୟ ଅଟେ। ଆମ୍ଭେ ତୁମ୍ଭର ପୁତ୍ରକୁ ଶାନ୍ତିରେ ଏକ ସମୟ ପ୍ରଦାନ କରିବା। ତା'ପରେ ଚତୁର୍ଦ୍ଦିଗରେ ଥିବା ଶତ୍ରୁମାନେ ତାହାକୁ ବ୍ୟତିବ୍ୟସ୍ତ କରିବେ ନାହିଁ। ତାହାର ନାମ ଶଲୋମନ, ଶଲୋମନ ରାଜା ହେବା ସମୟରେ ଆମ୍ଭେ ଇସ୍ରାଏଲକୁ ଶାନ୍ତି ଓ ସ୍ଥିରତା ପ୍ରଦାନ କରିବା। Gade chapit la |