Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:10 - ଓଡିଆ ବାଇବେଲ

10 ପୁଣି, ଶିମୀୟିର ପୁତ୍ର; ଯହତ୍‍, ଜିନା, ଯିୟୂଶ୍‍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଶିମୀୟିର ପୁତ୍ର; ଯହତ୍ ଓ ସୀଷ ଓ ଯିୟୂଶ୍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଶିମୀୟିର ପୁତ୍ର; ଯହତ୍‍, ସୀଷ, ଯିୟୂଶ୍‍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ

10 ଶିମିୟିଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ, ଯହତ୍, ସୀଷ, ଯିୟୂଶ୍ ଓ ବରୀୟ।

Gade chapit la Kopi




1 ବଂଶାବଳୀ 23:10
3 Referans Kwoze  

ଶିମୀୟିର ପୁତ୍ର; ଶଲୋମୀତ୍‍ ଓ ହସୀୟେଲ୍‍ ଓ ହାରଣ; ତିନି ଜଣ। ଏମାନେ ଲାଦନ୍‍ଙ୍କ ପିତୃବଂଶର ପ୍ରଧାନ ଥିଲେ।


ଯହତ୍‍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍‍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।


ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;


Swiv nou:

Piblisite


Piblisite