Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:3 - ଓଡିଆ ବାଇବେଲ

3 ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ।

Gade chapit la Kopi

ପବିତ୍ର ବାଇବଲ

3 ଯେଉଁ ଲେବୀୟମାନେ 30 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ଥିଲେ, ଦାଉଦ ସେମାନଙ୍କୁ ଗଣନା କଲେ। ସମୁଦାୟ 38,000 ଲେବୀୟ ହେଲେ।

Gade chapit la Kopi




1 ବଂଶାବଳୀ 23:3
5 Referans Kwoze  

ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଉର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।


“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।


ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।


ସେମାନଙ୍କ ବ୍ୟତୀତ ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ;


Swiv nou:

Piblisite


Piblisite