Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:11 - ଓଡିଆ ବାଇବେଲ

11 ଦ୍ୱିତୀୟ ହିଲ୍‍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦ୍ଵିତୀୟ ହିଲ୍‍କୀୟ, ତୃତୀୟ ଟବଲୀୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦ୍ୱିତୀୟ ହିଲ୍‍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ

11 ହି‌ଲ୍‌‌‌କିୟ ତାଙ୍କର ଦ୍ୱିତୀୟ ପୁତ୍ର ଥିଲେ। ଟବଲିୟ ତାଙ୍କର ତୃତୀୟ ପୁତ୍ର ଥିଲେ। ଆଉ ଯିଖରିୟ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ସର୍ବମୋଟ, ହୋଷାଙ୍କର 13 ଜଣ ପୁତ୍ର ଓ ଆତ୍ମୀୟ ଥିଲେ।

Gade chapit la Kopi




1 ବଂଶାବଳୀ 26:11
3 Referans Kwoze  

ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।


ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;


ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।


Swiv nou:

Piblisite


Piblisite