Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:13 - ଓଡିଆ ବାଇବେଲ

13 ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେମାନେ, ସାନ ବଡ଼, ଆପଣା ପିତୃ-ବଂଶାନୁସାରେ ପ୍ରତ୍ୟେକ ଦ୍ଵାର ପାଇଁ ଗୁଲିବାଣ୍ଟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।

Gade chapit la Kopi

ପବିତ୍ର ବାଇବଲ

13 ପ୍ରତ୍ୟେକ ପରିବାରକୁ ଜଗିବା ନିମନ୍ତେ ଗୋଟିଏ ଦ୍ୱାର ଦିଆଯାଇଥିଲା। ଗୋଟିଏ ପରିବାର ନିମନ୍ତେ ଗୋଟିଏ ଦ୍ୱାର ନିରୂପଣ କରିବା ନିମନ୍ତେ ଗୁଲିବାଣ୍ଟ କରାଯାଉଥିଲା। ଯୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ୟବହାର କରାଯାଉଥିଲା।

Gade chapit la Kopi




1 ବଂଶାବଳୀ 26:13
5 Referans Kwoze  

ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।


ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।


ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।


ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।


ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।


Swiv nou:

Piblisite


Piblisite