Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:5 - ଓଡିଆ ବାଇବେଲ

5 ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଷଷ୍ଠ ଅମ୍ମୀୟେଲ୍, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ଵର ତାହାକୁ ଆଶୀର୍ବାଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ

5 ଅମ୍ମୀୟେଲ ତାଙ୍କର ଷଷ୍ଠ ପୁତ୍ର ଥିଲେ। ଇଷାଖର ତାଙ୍କର ସପ୍ତମ ପୁତ୍ର ଥିଲେ। ଆଉ ପିୟଲ୍ଲତୟ ତାଙ୍କର ଅଷ୍ଟମ ପୁତ୍ର ଥିଲେ। ପରମେଶ୍ୱର ପ୍ରକୃତରେ ଓବେଦ୍-ଇଦୋମଙ୍କୁ ଆଶୀର୍ବାଦ କରିଥିଲେ।

Gade chapit la Kopi




1 ବଂଶାବଳୀ 26:5
5 Referans Kwoze  

ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।


ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।


ପୁଣି, ଓବେଦ୍‍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍‍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ୍‍;


ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।


ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।


Swiv nou:

Piblisite


Piblisite