Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:6 - ଓଡିଆ ବାଇବେଲ

6 ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ଵ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।

Gade chapit la Kopi

ପବିତ୍ର ବାଇବଲ

6 ଶେମୟିୟଙ୍କର ମଧ୍ୟ ପୁତ୍ରମାନେ ଥିଲେ। ଶମୟିୟଙ୍କ ପୁତ୍ରମାନେ ତାଙ୍କ ପରିବାରର ମୁଖ୍ୟ ଥିଲେ, କାରଣ ସେମାନେ ଅତି ସାହସୀ ଯୋଦ୍ଧା ଥିଲେ।

Gade chapit la Kopi




1 ବଂଶାବଳୀ 26:6
10 Referans Kwoze  

ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର ।


ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୁତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ ।


ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍‍ଦୋଲୀମ୍‌ର ପୁତ୍ର ସବ୍‍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।


ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;


ଏସମସ୍ତେ ଓବେଦ୍‍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍‍-ଇଦୋମ ବଂଶଜାତ ବାଷଠି ଜଣ।


ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।


ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”


ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।


ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।


ଶମୟୀୟର ପୁତ୍ର ଅତ୍‍ନି, ରଫାୟେଲ ଓ ଓବେଦ୍‍, ଇଲୀଶାବଦ୍‍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।


Swiv nou:

Piblisite


Piblisite