Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:8 - ଓଡିଆ ବାଇବେଲ

8 ଏସମସ୍ତେ ଓବେଦ୍‍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍‍-ଇଦୋମ ବଂଶଜାତ ବାଷଠି ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏସମସ୍ତେ ଓବେଦ୍-ଇଦୋମ୍ର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍-ଇଦୋମ୍ ବଂଶଜାତ ବାଷଠି ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏସମସ୍ତେ ଓବେଦ୍‍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍‍-ଇଦୋମ ବଂଶଜାତ ବାଷଠି ଜଣ।

Gade chapit la Kopi

ପବିତ୍ର ବାଇବଲ

8 ଏହି ସମସ୍ତ ବ୍ୟକ୍ତିଗଣ ଓବେଦ୍-ଇଦୋମଙ୍କର ବଂଶଧର ଥିଲେ। ସେହି ବ୍ୟକ୍ତିଗଣ ଓ ସେମାନଙ୍କର ପୁତ୍ରଗଣ ଓ ଆତ୍ମୀୟମାନେ ମହାପରାକ୍ରମୀ ଥିଲେ। ସେମାନେ ଅତ୍ୟୁତ୍ତମ ପ୍ରହରୀଗଣ ଥିଲେ। ଓବେଦ୍-ଇଦୋମଙ୍କର ବାଷଠି ଜଣ ବଂଶଧର ଥିଲେ।

Gade chapit la Kopi




1 ବଂଶାବଳୀ 26:8
7 Referans Kwoze  

କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;


ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ ।


ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,


ଶମୟୀୟର ପୁତ୍ର ଅତ୍‍ନି, ରଫାୟେଲ ଓ ଓବେଦ୍‍, ଇଲୀଶାବଦ୍‍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।


ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।


Swiv nou:

Piblisite


Piblisite