Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:12 - ଓଡିଆ ବାଇବେଲ

12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

12 ଅବୀୟେଷର ନବମ ସେନାଧ୍ୟକ୍ଷ ଥିଲେ। ଅବୀୟେଷର ନବମ ମାସର ସେନାଧ୍ୟକ୍ଷ ଥିଲେ। ଅବୀୟେଷର୍ ଅନାଥୋଥ୍ ସହରରୁ ଆସିଥିଲେ। ଅବୀୟେଷର ବିନ୍ୟାମୀନ ଗୋଷ୍ଠୀରୁ ଆସିଥିଲେ, ଅବୀୟେଷରଙ୍କ ଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:12
4 Referans Kwoze  

ତକୋୟୀୟ ଇକ୍‍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;


ଅନାଥୋତୀୟ ଅବୀୟେଷର, ହୂଶାତୀୟ ମବୁନ୍ନୟ;


ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


Swiv nou:

Piblisite


Piblisite