1 ବଂଶାବଳୀ 3:2 - ଓଡିଆ ବାଇବେଲ2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; Gade chapit laପବିତ୍ର ବାଇବଲ (Re-edited) - (BSI)2 ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; Gade chapit laପବିତ୍ର ବାଇବଲ2 ତୃତୀୟ ପୁତ୍ର ଥିଲେ ଅବଶାଲୋମ୍। ତାଙ୍କର ମାତା ମାଖା ତଲ୍ମୟଙ୍କର ଝିଅ ଥିଲେ। ଏହି ତଲ୍ମୟ ଗଶୂରର ରାଜା ଥିଲେ। ଚତୁର୍ଥ ପୁତ୍ର ଥିଲେ ଅଦୋନୀୟ। ତାଙ୍କର ମାତା ଥିଲେ ହଗୀତ୍। Gade chapit la |
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ‘ତୁମ୍ଭେ ଏଠାକୁ ଆସ, “ମୁଁ କାହିଁକି ଗଶୂରରୁ ଆସିଲି ? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥା’ନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋ’ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।’”